Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ରାହୁଲ ଗାନ୍ଧୀଙ୍କୁ ଅଯୋଗ୍ୟ ଘୋଷଣା କରିବା ପ୍ରତିବାଦରେ ବିକ୍ଷୋଭ କରୁଥିଲେ କଂଗ୍ରେସ ନେତା; ଉଠାଇନେଲା ଦିଲ୍ଲୀ ପୁଲିସ
  • ||
  • ଭାରତରେ ସମସ୍ତ ଇଞ୍ଜିନିୟରିଂ ଟିମ୍‌କୁ ଛଟେଇ କଲା GitHub; ୧୪୦ ଇଞ୍ଜିନିୟର ହେବେ ପ୍ରଭାବିତ
  • ||
  • ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ସୂଚନା; ୟୁକ୍ରେନ୍ ଫେରନ୍ତା ଡାକ୍ତରୀ ଛାତ୍ରଙ୍କୁ MBBS ପରୀକ୍ଷା ପାସ୍ କରିବାକୁ ମିଳିବ ଥରେ ସୁଯୋଗ, ଦୁଇ ବର୍ଷ ଇଣ୍ଟର୍ଣ୍ଣସିପ୍ ବାଧ୍ୟତାମୁଳକ
  • ||
  • ଭଦ୍ରକ: ଶ୍ରୀରାମନବମି ପାଇଁ ମହିଳା ଶ୍ରଦ୍ଧାଳୁଙ୍କ ବିଶାଳ କଳଶ ଶୋଭାଯାତ୍ରା
  • ||
  • ପାଟଣା: ଅଟେଇ ସଂରକ୍ଷିତ ଜଙ୍ଗଲରୁ ଧରାପଡ଼ିଲେ ଧନୁତୀରଧାରୀ ୯ ଶୀକାରି
  • ||
  • ମେକ୍ସିକୋରେ ପ୍ରବାସୀ ଥଇଥାନ କେନ୍ଦ୍ରରେ ଭୟଙ୍କର ଅଗ୍ନିକାଣ୍ଡ; ୩୯ ମୃତ, ଏକାଧିକ ଆହତ
  • ||
  • ସୁନ୍ଦରଗଡ : ଆୟକର ଫାଙ୍କିବା ଅଭିଯୋଗ, ସୁନ୍ଦରଗଡ ସହରର ବିଭିନ୍ନ ସ୍ଥାନରେ ଚଢାଉ
  • ||
  • ବାଲେଶ୍ବର : ଅନ୍ବେଷା ଇନ୍ ଚିଟ୍ ଫଣ୍ଡ ମାମଲା : ଡାଇରେକ୍ଟରଙ୍କୁ ୫ବର୍ଷ ଓ ଅନ୍ୟ ୨ଜଣଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ
  • ||
  • ବଢ଼ିଲା ପାନ୍‌-ଆଧାର ଲିଙ୍କ ଅବଧି, ଏତିକି ସମୟ ଦେଲେ କେନ୍ଦ୍ର ସରକାର
  • ||
  • ଆନନ୍ଦପୁର: ଟଙ୍କା ନେଣଦେଣକୁ ନେଇ ମହିଳାଙ୍କୁ ସଂଘବଦ୍ଧ ଆକ୍ରମଣ
  • ||

ଆଜି ମହାବିଶୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି

14/04/2018 at 6:20 AM

ଆଜି ହେଉଛି ମହାବିଶୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ଓଡ଼ିଆ ନୂଆ ବର୍ଷରେ ଶ୍ରୀଜିଉଙ୍କ ଠାରେ ଲାଗିହେବ ନୂଆ ପାଞ୍ଜି । ଉତ୍କଳୀୟ ପରମ୍ପରା ଅନୁସାରେ ପଣା ସଂକ୍ରାନ୍ତି ଦିନ ଠାକୁରଙ୍କୁ ପଣା ଓ ଛତୁଆ ଭୋଗ କରିବାର ପରମ୍ପରା ରହିଛି । ଆଜି ମଧ୍ୟ ହନୁମାନ ଜୟନ୍ତୀ । ତେଣୁ ଆଜି ସକାଳୁ ହନୁମାନ ମନ୍ଦିର ଏବଂ ଅନ୍ୟ ଦେବାଦେବୀଙ୍କ ମନ୍ଦିରରେ ଶ୍ରଦ୍ଧାଳୁମାନେ ଧୂପ ଦୀପ ଓ ପଣା ନୈବେଦ୍ୟ ଦେଇ ପୂଜାର୍ଚ୍ଚନା କରୁଛନ୍ତି ।  ରାଜ୍ୟର ପ୍ରାୟ ସବୁ ଶୈବପୀଠ ଏବଂ ଶକ୍ତି ପୀଠଗୁଡ଼ିକରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ବଢ଼ିବାରେ ଲାଗିଛି । ଆଜି ଓଡ଼ିଆ ନବବର୍ଷ ହୋଇଥିବାରୁ ଏହି ଦିନ ଉତ୍କଳବାସୀ ନିଜ ନିଜ ଇଷ୍ଟ ଦେବଦେବୀଙ୍କ ପାଖରେ ପୂଜାର୍ଚ୍ଚନା କରୁଛନ୍ତି |

Leave a Reply

   Related Posts