vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଭିଜିଲାନ୍ସରେ ମାହାଙ୍ଗା ଆଇଆଇସି ହାଜର, ତୁରନ୍ତ ହାଜର ହେବାକୁ ଥିଲା ନିର୍ଦ୍ଦେଶ

14/05/2022 at 11:27 AM

ଭୁବନେଶ୍ୱର ୧୪।୦୫: ଭିଜିଲାନ୍ସରେ ହାଜର ହେଲେ ନିହାର । ଭୁବନେଶ୍ୱର ଭିଜିଲାନ୍ସ ଡିଭିଜିନ କାର୍ଯ୍ୟାଳୟରେ ହାଜର ହେଲେ ମାହାଙ୍ଗା ଆଇଆଇସି ନିହାର ରଞ୍ଜନ ମହାନ୍ତି । ରାୟଗଡ଼ା ଅବକାରୀ ବିଭାଗ ଅଧିକ୍ଷକ ନିନା ବେଉରାଙ୍କ ସ୍ୱାମୀ ହେଉଛନ୍ତି ନିହାର ରଞ୍ଜନ ମହାନ୍ତି ।

ତେବେ ଭିଜିଲାନ୍ସରେ ହାଜର ହେବା ପରେ ନିଜ ନିଜର ପ୍ରତିକ୍ରିୟା ରଖିଛନ୍ତି ଯେ, ମୁଁ କୁଆଡେ ଛାଡିକି ଯାଇନଥିଲି । ଏପିରିକି ମୋ ସହିତ ଶୁକ୍ରବାର ଦିନ କେହି ଯୋଗାଯୋଗ କରିନାହାନ୍ତି । ଆଉ ବାକି ରହିଲା ପତ୍ନୀଙ୍କ ଟଙ୍କା ସମ୍ବନ୍ଧୀୟ ତଥ୍ୟ ବିଷୟରେ ମୁଁ କିଛି ଜାଣିନି । ମୋ ପତ୍ନୀ ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି ବୋଲି ମୁଁ କାଲି ଜାଣିନଥିଲା । ଚାହିଁଥିଲେ ଭିଜିଲାନ୍ସ ମୋତେ କାଲିଠୁ ଯୋଗାଯୋଗ କରିପାରିଥାନ୍ତା । ଶୁକ୍ରବାର ସକାଳେ ଅତିରିକ୍ତ ଏସ୍‌ପି ମୋତେ ଏନେଇ ଯୋଗାଯୋଗ କରିଥିଲେ । ମୋତେ ଭିଜିଲାନ୍ସରେ ହାଜର ହେବାକୁ ନିର୍ଦ୍ଦେଶ ଥିଲା । ତେବେ ସରକାରି କର୍ମଚାରୀ ଅଫିସ ବନ୍ଦ କରି ପଳାଇବା କହିବା ଠିକ ନୁହେଁ ବୋଲି କହିଛନ୍ତି ।

   Related Posts