ଦିଲ୍ଲୀରେ ନୂଆ ଓଡ଼ିଶା ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ୭ ମହଲା ବିଶିଷ୍ଟ ହେବ ନୂଆ ଭବନ

NEWS7
maharastra-cm-condemns-ranbir-allahabadias-rude-question

ଭୁବନେଶ୍ୱର ୨୬।୦୨: ନୂଆ ଓଡ଼ିଶା ଭବନର ଶିଳାନ୍ୟାସ । ଦିଲ୍ଲୀରେ ନୂଆ ଓଡ଼ିଶା ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ । ଚାଣକ୍ୟପୁରୀ କୌଟିଲ୍ୟ ମାର୍ଗରେ ୭ ମହଲା ବିଶିଷ୍ଟ ହେବ ନୂଆ ଓଡ଼ିଶା ଭବନ । ୪୫ଟି କୋଠରୀ ସହ ଆଧୁନିକ ସମ୍ମିଳନୀ କକ୍ଷ ରହିବ । ଓଡ଼ିଶାର ସାଂସ୍କୃତିକ ଓ ପ୍ରଶାସନିକ କେନ୍ଦ୍ର ଭାବେ କାମ କରିବ ।