vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଗ୍ୟାରେଜ୍‌ରେ ଅଘଟଣ: ମହିଳାଙ୍କ ଉପରେ ମାଡିଗଲା ହାଇଓ୍ବା

28/08/2020 at 7:45 AM

ପାରାଦୀପ୨୮/୮: ମହିଳାଙ୍କ ଉପରେ ମାଡିଗଲା ହାଇଓ୍ବା। ପାରାଦୀପ ଅଠରବାଙ୍କୀ ନିକଟରେ ଏହି ଦୁର୍ଘଟଣା ଘଟିଛି। ଗ୍ୟାରେଜ୍‌ରେ ଥିବା ହାଇଓ୍ବା ପଛକୁ ବ୍ୟାକ କରିବା ବେଳେ ଉକ୍ତ ମହିଳାଙ୍କ ଉପରେ ମାଡି ଯାଇଥିଲା। ଘଟଣାସ୍ଥଳରେ ଉକ୍ତ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ ସବିତା ଦାସ, ତାଙ୍କ ଘର ଅଠରବାଙ୍କୀ ଲକପଡା ଅଞ୍ଚଳର। ଘଟଣାସ୍ଥଳରେ ପାରାଦୀପ ଆଦର୍ଶ ଥାନା ପୋଲିସ୍ ପହଞ୍ଚି ମୃତଦେହଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

   Related Posts