ଚେନ୍ନାଇରେ ମେକ୍ ଇନ୍ ଓଡ଼ିଶା ରୋଡ୍ ସୋ ଆରମ୍ଭ ,ପୁଂଜିନିବେଶ ପାଇଁ ଆହ୍ଵାନ ଦେଲେ ମୁଖ୍ୟମନ୍ତ୍ରୀ
26/09/2018 at 4:43 PM

ଭୁବନେଶ୍ଵର୨୬/୦୯- ଚେନ୍ନାଇରେ ମେକ୍ ଇନ୍ ଓଡ଼ିଶା ରୋଡ୍ ସୋ ଆରମ୍ଭ । ଏଥିରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମେକ୍ ଇନ୍ ଓଡ଼ିଶାରେ ସାମିଲ ହେବା ଲାଗି ଦେଶ ବିଦେଶର ନିବେଶକାରୀଙ୍କୁ ଆକୃଷ୍ଟ କରିବା ପାଇଁ ଏହି ରୋଡ୍ ସୋ ଆୟୋଜନ କରୁଛନ୍ତି ରାଜ୍ୟ ସରକାର । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ସାମିଲ ହୋଇଛନ୍ତି । ପୂର୍ବରୁ ମୁମ୍ବାଇ ଏବଂ ଦିଲ୍ଲୀରେ ବି ରୋଡ୍ ସୋ କରିଛନ୍ତି ରାଜ୍ୟ ସରକାର ।
Related Posts
କନ୍ଧମାଳ ପୋଲିସକୁ ସଫଳତା, ଚୋରି ସାମଗ୍ରୀ ଜବତ, ୫ ଗିରଫ
6 February 2023