AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହିପିଣ୍ଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ମୃତଦେହ ଠାବ, ହାତୀକୁ ମାରି ନେଇଗଲେ ଦାନ୍ତ
  • ||
  • MKCG ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
  • ||
  • ଭୁବନେଶ୍ୱର: ରାତିରେ ପାରଦ କମିବ ଓ ଶୀତ ବଢ଼ିବ, ଦିନରେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା
  • ||
  • ତୋଲକୋଇ: ଦନ୍ତା ଆକ୍ରମଣରେ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ପଡିଛି ମୃତଦେହ
  • ||

ମାଲବାହୀ ଟ୍ରେନ୍‌ରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

29/04/2020 at 9:36 AM

ବାଲେଶ୍ୱର ୨୯।୦୪: ମାଲବାହୀନ ଟ୍ରେନ୍‌ରେ ଅଗ୍ନିକାଣ୍ଡ । ବାଲେଶ୍ୱର ଷ୍ଟେସନରେ ମାଲବାହୀନ ଟ୍ରେନରେ ଅଗ୍ନିକାଣ୍ଡ ଘଟିଛି । ତେବେ ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡ କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ବୁଧବାର ଦିନ ହଠାତ୍‌ ବାଲେଶ୍ୱର ଷ୍ଟେସନରେ ଏକ ମାଲବାହୀ ଟ୍ରେନ୍‌ରେ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବା କଥା ଜାଣି ତୁରନ୍ତ ନିକଟସ୍ଥ ଅଗ୍ନିଶମ ବାହିନୀକୁ ଖବର ଦିଯାଇଥିଲା । ଏବଂ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛି ।

ତେବେ ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ମାଲବାହୀନ ଟ୍ରେନ୍‌ରେ କୋଇଲ ବୋଝେଇ ହୋଇଥିବା ଜଣାପଡିଛି ।

   Related Posts