ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

Published By : Prameya-News7 Bureau | December 13, 2019 IST

ଭଦ୍ରକ ୧୩।୧୨: ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଏହି ଘଟଣା ଘଟିଛି । ଦୁଷ୍କର୍ମ ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାରେ ଛାନଭିନ୍ ଜାରି ରଖିଥିବା ବେଳେ ଅଭିଯୁକ୍ତ ନଣ୍ଡା ଦାସକୁ ଗିରଫ କରିଛି । ଅଭିଯୁକ୍ତର ଡାକ୍ତରୀ ମାଇନା କରାଯିବା ଏବଂ ପୀଡିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଲେ ତାଙ୍କର ବୟାନ ରେକର୍ଡ କରାଯିବ ବୋଲି ପୋଲିସ ସୂତ୍ରରୁ ପ୍ରକାଶ ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.