ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ମନ୍ଦିରରେ ଅଧିଆ ପଡିଥିବା ବ୍ୟକ୍ତିଙ୍କ ଆତ୍ମହତ୍ୟା

22/05/2019 at 12:33 PM

ଟାଙ୍ଗୀ ୨୨|୫: ମାନସିକ ବ୍ରତ ରଖି ଅଧିଆ ପଡିଥିବା ଜଣେ ବ୍ୟକ୍ତି ମନ୍ଦିର ପରିସରରେ ଥିବା ଏକ ଆମ୍ବ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଗ୍ରାମର ପ୍ରସିଦ୍ଧ ଶୈବ ପୀଠ ଶ୍ରୀଶ୍ରୀ ବିଲବାଲୁଙ୍କେଶ୍ବର ମନ୍ଦିର ପରିସରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଟାଙ୍ଗୀ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ମୃତକ ଜଣକ ଟାଙ୍ଗୀ ଥାନା ପାଣିଦୁଆର ଗ୍ରାମର ଗଙ୍ଗାଧର ବେହେରା । ପ୍ରାୟ ୨୧ ଦିନ ଧରି ସେ ଅଧିଆ ପଡିଥିବା ସୂଚନା ମିଳିଛି ।

   Related Posts