AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା: ଜମିବାଡି ବିବାଦକୁ ନେଇ ଜଟଣୀ କନ୍ତିଆରେ ଫୁଟିଲା ବୋମା, ବ୍ୟବସାୟୀ ଗୁରୁତର
  • ||
  • କ୍ରାଇମବ୍ରାଞ୍ଚ ଖୋଲୁଛି ଗୋପାଳ ଗୁମର, ୪ ଦିନିଆ ରିମାଣ୍ଡରେ ଚାଲିଛି ମାରାଥନ ଜେରା
  • ||
  • ପାରାଦ୍ୱୀପ: ବାଇକ୍‌ ଓ କାର୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ୬ ଆହତ
  • ||
  • କରଞ୍ଜିଆ: ଥରୁଛି ଶିମିଳିପାଳ, ଉପର ବାର୍‌ହା କାମୁଡ଼ାରେ ତାପମାତ୍ରା ସର୍ବନିମ୍ନ ୪ଡିଗ୍ରୀ
  • ||

ଅଂଶୁଘାତରେ ବୃଦ୍ଧଙ୍କ ମୁତ୍ୟୁ ଅଭିଯୋଗ

30/05/2019 at 12:41 PM

ସୋର ୩୦|୫:  ବାଲେଶ୍ବରରେ ଅଂଶୁଘାତରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ବାଲେଶ୍ବର ଜିଲ୍ଲା ଔପଦା ଅସ୍ତପାଟଣା ଗ୍ରାମର ଯଦୁନାଥ ବାରିକ ବିଲରେ କାମ କରୁଥିବା ବେଳେ ହଠାତ୍ ଟଳି ପଡିଥିଲେ । ତାଙ୍କୁ ପରିବାର ଲୋକ ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ତେବେ ଡାକ୍ତର ସେଠାରେ ତାଙ୍କୁ ମୁତ ଘୋଷଣା କରିଛନ୍ତି । ଯଦୁନାଥଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି ।

   Related Posts