oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ମହାନଦୀ ପୋଲ ଉପରୁ ଡେଇଁ ପଡ଼ିଲେ ଯୁବକ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

18/03/2022 at 8:10 PM

ବିନିକା, ୧୮।୦୩: ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ମହାନଦୀ ପୋଲ ଉପରୁ ଜଣେ ଯୁବକ ଡେଇଁ ଗୁରୁତର l ମହାନଦୀ ବ୍ରିଜ ଉପରୁ ଡେଇଁ ପାଣିରେ ପଡ଼ିଥିବାରୁ ଗୁରୁତର ହୋଇଛନ୍ତି l ଯୁବକ ଜଣକ ବିନିକା ଥାନା ଭଣ୍ଡାର ପଞ୍ଚାୟତ ଆମପାଲି ଗ୍ରାମର ରୋହିତ ସୁନା ବୋଲି ଜଣାପଡ଼ିଛି l ଯାତାୟାତ କରୁଥିବା ଲୋକେ  ମହାନଦୀ ପୋଲ ଉପରୁ ଡେଉଁଥିବାର ଦେଖି ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେବାପରେ ଘଟଣା ସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଯୁବକକୁ ଗୁରୁତର ଅବସ୍ଥାରେ ବିନିକା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ l ପରେ ତାଙ୍କର ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି l କେଉଁ କାରଣରୁ ଯୁବକ ପାଣିକୁ ଡେଇଁଛନ୍ତି ତାହାର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡ଼ି ନଥିବା ବେଳେ ପୋଲିସ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି ନାହିଁ  l

   Related Posts