scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ନାବାଳିକା ଅପହରଣ ଓ ଯୌନ ନିର୍ଯାତନା ମାମଲା : ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

3/05/2023 at 5:00 PM

Curfew in Sambalpur

ବାଲେଶ୍ଵର ୩।୫: ୨୦୨୨ ବହୁ ଚର୍ଚ୍ଚିତ ନାବାଳିକା ଅପହରଣ ଓ ଯୌନ ନିର୍ଯାତନା ମାମଲାରେ ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ । ଦଣ୍ଡ ଶୁଣାଇଲେ ବାଲେଶ୍ଵର ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ଜଜ୍‌ ରଞ୍ଜନ କୁମାର ସୁତାର । ଏହି ମାମଲାରେ ଦୋଷୀ ଆକାଶ ମଲ୍ଲିକକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୪ ହଜାର ଟଙ୍କା ଜରିମାନା ଅନାଦେୟ ଅଧିକ ୨ ବର୍ଷ ଜେଲ ଦଣ୍ଡ ।

ଉଲ୍ଲେଖଯୋଗ୍ୟ ଯେ, ବାଲେଶ୍ଵର ଜିଲ୍ଲା ସହଦେବ ଖୁଣ୍ଟା ଥାନା ଅଞ୍ଚଳରେ ୨୦୨୨ ମସିହା ମେ’ ୫ ତାରିଖରେ କଲେଜକୁ ପରୀକ୍ଷା ଦେବାକୁ ଆସିଥିବା ବେଳେ ନାବାଳିକାଙ୍କୁ ଅପହରଣ ହୋଇଥିବା ନେଇ ନାବାଳିକାଙ୍କ ପରିବାର ଅଭିଯୋଗ କରିଥିଲେ ।

   Related Posts