oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ପୁତୁରାର ଟାଙ୍ଗିଆ ମାଡରେ କକାର ମୃତ୍ୟୁ

4/07/2018 at 6:50 AM

ପୁତୁରାର ଟାଙ୍ଗିଆ ମାଡରେ କକାର ମୃତ୍ୟୁ । ବରଗଡ଼ ଭଟଲି ଥାନା ଅନ୍ତର୍ଗତ ଜଡ଼ା ଗାଁରେ ହତ୍ୟାକାଣ୍ଡ । ମୃତକ ହେଲେ କାଳିଆ ଭୁଏ । ଜମିବାଡ଼ି କଳହକୁ କେନ୍ଦ୍ର କରି ହତ୍ୟାକାଣ୍ଡ ହେ।ଇଥିବା ସନ୍ଦେହ କରାଯାଉଛି । ହତ୍ୟାକାରୀ ପୁତୁରା ମୋହନ ଭୁଏକୁ ଗିରଫ କରିଛି ପୋଲିସ । ଏହାସହ ହତ୍ୟାକାଣ୍ଡରେ ବ୍ୟବହୃତ ଟାଙ୍ଗିଆ ଜବତ କରିଛି ।

   Related Posts