vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଶୌଚ ହେବାକୁ ନଦୀକୁ ଯାଇଥିବା ବେଳେ ହେଲା ବଜ୍ରପାତ, ଯୁବକଙ୍କ ମୃତ୍ୟୁ

17/05/2022 at 10:42 PM

କଣ୍ଟାବାଞ୍ଜି, ୧୭/୦୫: ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ । ମୃତ ଯୁବକ ଜଣକ ହେଲେ ଟିକିରାପଡା ଫାଣ୍ଡି ଝରବାହାଳି ଗାଁର ଭୁବନ ବଗର୍ତ୍ତି (୪୦) । ସନ୍ଧ୍ୟା ସମୟରେ ଗାଁ ପାଖ ନଦୀକୁ ଶୌଚ ହେବାକୁ ଯାଇଥିବା ବେଳେ ଠିକ ସେହି ସମୟରେ ପ୍ରଚଣ୍ଡ ବଜ୍ରାଘାତ ସହିତ ବର୍ଷା  ହୋଇଥିଲା । ଏହି ବଜ୍ରାଘାତରେ ଭୁବନ ଆଘାତ ହୋଇଥିବା ବେଳେ ତାଙ୍କୁ କଣ୍ଟାବାଞ୍ଜି ଡାକ୍ତରଖାନାକୁ ଅଣା ଯାଇଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତରଖାନାରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା ।

   Related Posts