ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ପୋଖରୀରୁ ଉଦ୍ଧାର ହେଲା କ୍ଷତବିକ୍ଷତ ମୃତଦେହ, ଗତ ୧୮ରୁ ଥିଲେ ନିଖୋଜ

20/08/2021 at 11:44 AM

ଭଞ୍ଜନଗର ୨୦।୮: ପୋଖରୀରୁ କ୍ଷତବିକ୍ଷତ ମୃତଦେହ ଉଦ୍ଧାର । ଗତ ୧୮ ତାରିଖରୁ ଥିଲେ ନିଖୋଜ । ଭଞ୍ଜନଗର ତାରାସିଂଙ୍ଗ ଥାନା ଅନ୍ତର୍ଗତ ନୂଆଁ ଟାଙ୍ଗଣ ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଭଞ୍ଜନଗର ତାରାସିଂଙ୍ଗ ଥାନା ଅନ୍ତର୍ଗତ ନୂଆଁ ଟାଙ୍ଗଣ ଗ୍ରାମରେ ଜଣଙ୍କର କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । ଗ୍ରାମ ନିକଟ ପୋଖରୀରୁ ମୃତଦେହ ଉଦ୍ଧାର କଲେ ଗ୍ରାମବାସୀ ଏବଂ ପୋଲିସ । ମୃତକ ଗ୍ରାମର ଲୋଚନ ପ୍ରଧାନ । ସେ ଗତ ୧୮ ତାରିଖରୁ ନିଖୋଜ ଥିଲେ । ସାଇକେଲ ଯୋଗେ ନିକଟ ତିନଛକିଆକୁ ଯାଇ ଆଉ ଘରକୁ ଫେରିନଥିଲେ । ବହୁ ଖୋଜାଖୋଜି ପରେ ଶୁକ୍ରବାର ଲୋଚନ ପ୍ରଧାନଙ୍କ ମୃତଦେହ ପୋଖରୀରେ ଦେଖିବାକୁ ମିଳିଥିଲା । ଫଳରେ ପରିବାର ଲୋକେ ହତ୍ୟା କରାଯାଇଥିବା ଅଭିଯୋଗ କରୁଛନ୍ତି ।

   Related Posts