ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଶ୍ରମିକଙ୍କ ମୃତଦେହ ଉଦ୍ଧାର, ସନ୍ଦେହ ଘେରରେ ମୃତ୍ୟୁ

17/12/2020 at 2:57 PM

ସୁନ୍ଦରଗଡ ୧୭।୧୨: ସୁନ୍ଦରଗଡ ଟାଉନ ଥାନା ଅନ୍ତର୍ଗତ ମାଛ ମାର୍କେଟ ଛକରୁ ଜଣେ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ପ୍ରକୃତ ପରିଚୟ ମିଳିନଥିବା ବେଳେ ତାଙ୍କ ଡାକ ନାଁ ସୁବା ବୋଲି ଜଣାପଡିଛି । ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୁବା ରାଉରକେଲାରୁ ଆସି ସୁନ୍ଦରଗଡ଼ରେ ଶ୍ରମିକ ଭାବେ କାମ କରୁଥିବା ନେଇ ସୂଚନା ମିଳିଛି ।

   Related Posts