ଶ୍ରମିକଙ୍କ ମୃତଦେହ ଉଦ୍ଧାର, ସନ୍ଦେହ ଘେରରେ ମୃତ୍ୟୁ

Published By : Prameya-News7 Bureau | December 17, 2020 IST

ସୁନ୍ଦରଗଡ ୧୭।୧୨: ସୁନ୍ଦରଗଡ ଟାଉନ ଥାନା ଅନ୍ତର୍ଗତ ମାଛ ମାର୍କେଟ ଛକରୁ ଜଣେ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ପ୍ରକୃତ ପରିଚୟ ମିଳିନଥିବା ବେଳେ ତାଙ୍କ ଡାକ ନାଁ ସୁବା ବୋଲି ଜଣାପଡିଛି । ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୁବା ରାଉରକେଲାରୁ ଆସି ସୁନ୍ଦରଗଡ଼ରେ ଶ୍ରମିକ ଭାବେ କାମ କରୁଥିବା ନେଇ ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.