ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମିଶନ୍‌ ଶକ୍ତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା ଋଣ ପରିମାଣ
  • ||

ହାତ ଗୋଡ ବନ୍ଧା ଅବସ୍ଥାରେ ଯୁବକ ଉଦ୍ଧାର

10/07/2022 at 8:22 AM

ବାଲେଶ୍ବର ୧୦/୦୭; ହାତ ଗୋଡ ବନ୍ଧା ଅବସ୍ଥାରେ ଯୁବକ ଉଦ୍ଧାର। ଜଳେଶ୍ୱର ପୋଲିସ ଯୁବକଙ୍କୁ ଉଦ୍ଧାର କରିବା ପରେ ଚିକିତ୍ସା ପାଇଁ ହସ୍ପିଟାଲ୍‌ରେ ପହଞ୍ଚାଇଛି। ବାଲେଶ୍ଵର ଜଳେଶ୍ୱର ଥାନା ୬୦ନଂ ଜାତୀୟ ରାଜପଥ ଶାନ୍ତିଆ ବ୍ରିଜ ଉପରେ ହାତ ଗୋଡ ବନ୍ଧା ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରାଯାଇଛି। ପ୍ରଥମେ ଯୁବକଙ୍କୁ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ଜଳେଶ୍ୱର ପୋଲିସ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ପହଞ୍ଚାଇଥିଲା। ସେଠାରେ  ଡାକ୍ତର ତାଙ୍କର ପ୍ରାଥମିକ  ଚିକିତ୍ସା କରିଥିବା ବେଳେ ଗୁରୁତର ଥିବାରୁ ଯୁବକଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତର ଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଯୁବକଙ୍କର ପରିଚୟ ମିଳିପାରି ନାହିଁ।

   Related Posts