scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଭରତିଆ ଟାୱାରରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା, ପରିଚୟ ଖୋଜୁଛି ପୋଲିସ

19/09/2021 at 6:15 PM

କଟକ, ୧୯/୦୯: କଟକ ବାଦାମବାଡ଼ି ସ୍ଥିତ ଭରତିଆ ଟାୱାର ଛାତରୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଯୁବକଙ୍କ ପରିଚୟ ମିଳିପାରିନାହିଁ । ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରିଥିବା ବେଳେ ଏନେଇ ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି ।  

   Related Posts