ଭରତିଆ ଟାୱାରରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା, ପରିଚୟ ଖୋଜୁଛି ପୋଲିସ

Published By : Prameya-News7 Bureau | September 19, 2021 IST

କଟକ, ୧୯/୦୯: କଟକ ବାଦାମବାଡ଼ି ସ୍ଥିତ ଭରତିଆ ଟାୱାର ଛାତରୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଯୁବକଙ୍କ ପରିଚୟ ମିଳିପାରିନାହିଁ । ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରିଥିବା ବେଳେ ଏନେଇ ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.