ବିଶ୍ଵ ପ୍ରସିଦ୍ଧ ରଥଯାତ୍ର, ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ମାନସ କୁମାର ସାହୁ

Published By : Prameya-News7 Bureau | July 07, 2024 IST

ପୁରୀ ୦୭।୦୭: ଆଜି ବିଶ୍ଵପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରକୁ ଶୃଙ୍ଖଳିତ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ତତ୍ପର ହୋଇପଡିଛି । ଏନେଇ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ରଥଯାତ୍ରା ଉପଲକ୍ଷେ ପୁରୀ ର ଲାଇଟ ହାଉସ ନିକଟସ୍ଥ ବେଳାଭୂମି ରେ ବାଲୁକା କଳା ନିର୍ମାଣ କରି ସମସ୍ତ ଜଗନ୍ନାଥ ପ୍ରେମୀ ଙ୍କୁ ରଥଯାତ୍ରା ର ହାର୍ଦ୍ଧିକ ଅଭିନନ୍ଦନ ଜଣାଇଛନ୍ତି ।

ଏହି ବାଲୁକା କଳାରେ ପ୍ରଭୁ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ଏବ ମନ୍ଦିରର ପ୍ରତିମୂର୍ତ୍ତି ମଧ୍ୟ ନିର୍ମାଣ କରିଛନ୍ତି ।  ଏହି ବାଲୁକା କଳା ଟି ୨୦ ଫୁଟ ଓସାର ଏବଂ ୬ ଫୁଟ ଲମ୍ବା ଅଟେ । ଏହାକୁ ନିର୍ମାଣ କରିବାକୁ ମାନସ ସାହୁଙ୍କୁ ୮ ଘଣ୍ଟା ସମୟ ଲାଗିଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.