oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ମାନସ ସ୍ୱାଇଁ ହତ୍ୟାକାଣ୍ଡ ମାମଲା: ଚାନ୍ଦବାଲି ପୋଲିସ୍‌ ହାତରେ ଲାଗିଲା ମୋବାଇଲ୍‌, ତଦନ୍ତ ଜାରି

19/03/2022 at 6:33 PM

ଭୁବନେଶ୍ୱର, ୧୯/୦୩: ମାନସ ସ୍ବାଇଁ ହତ୍ୟାକାଣ୍ଡ ମାମଲାରେ ମିଳିଲା ମୋବାଇଲ୍‌ । ଅପହରଣ କରି ନେବା ବେଳେ ମାନସଙ୍କ ମୋବାଇଲକୁ ଚଣ୍ଡିଖୋଲରେ ଫିଙ୍ଗିଥିଲେ ଅଭିଯୁକ୍ତ । ଚଣ୍ଡିଖୋଲ ନିକଟରେ ଜଣେ ବେପାରୀ ପାଇଥିଲେ ଏହି ମୋବାଇଲ । ଚାନ୍ଦବାଲି ପୋଲିସ ହାତରେ ଲାଗିଲା ମୃତ ମାନସଙ୍କ ମୋବାଇଲ  । ମୋବାଇଲକୁ ଜବତ କରି ତନାଘନା ଚଳାଇଛି ପୋଲିସ ।ଫେରାର ୩ ଅଭିଯୁକ୍ତଙ୍କୁ ଧରିବା ପାଇଁ ସ୍ବତନ୍ତ୍ର ଟିମ ଗଠନ ହୋଇଛି  । ରାଜ କମ୍ୟୁନିକେସନକୁ ଯାଇ ଯାଞ୍ଚ କରିଥିଲା ପୋଲିସ । ଏସଡିପିଓ ଦେବୀଶଙ୍କର ପ୍ରତାପ ଏନେଇ ସୂଚନା ଦେଇଛନ୍ତି ।

   Related Posts