oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ମାନସ ସ୍ବାଇଁ ହତ୍ୟା ମାମଲା, ଜେଲ୍‌ରେ ଅଭିଯୁକ୍ତଙ୍କୁ ହେବ ଜେରା

16/04/2022 at 9:27 AM

ଭଦ୍ରକ ୧୬।୦୪ : କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲା । ଆଜି କ୍ରାଇମବ୍ରାଞ୍ଚ ଟିମ୍ ଭଦ୍ରକ ଉପକାରାଗାରରେ ଭାଗ୍ୟଧର ଓ ବିବେକକୁ ପଚରାଉଚରା କର। ଏଥିପାଇଁ ଚାନ୍ଦବାଲି କୋର୍ଟ ଅନୁମତି ପ୍ରଦାନ କରିଛନ୍ତି।

ସେହିପରି କ୍ରାଇମବ୍ରାଞ୍ଚର ତଦନ୍ତକାରୀ ଅଧିକାରୀ କଳ୍ପନା ସାହୁଙ୍କ ନେତୃତ୍ୱରେ ଜେଲକୁ ଯିବ ଏକ ଟିମ୍। ଅଭିଯୁକ୍ତ ମାନଙ୍କ ଟିଆଇ ପରେଡ ପାଇଁ ଅନୁମତି ଲୋଡିଛି କ୍ରାଇମବ୍ରାଞ୍ଚ । ଅନୁମତି ମିଳିବା ପରେ ଶର୍ମିଷ୍ଠାଙ୍କୁ ଛାଡି ଅନ୍ୟ ୫ ଜଣଙ୍କର ହେବ ଟିଆଇ ପରେଡ । ମାନସ ହତ୍ୟାକାଣ୍ଡ ମାମଲାରେ ସମୁଦାୟ ୮ ଜଣ ଗିରଫ ହୋଇ ଜେଲରେ ଅଛନ୍ତି ।

   Related Posts