Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ଆସନ୍ତା ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ, ଧୀରେ ଧୀରେ ଅନୁକୂଳ ହେଉଛି ପାଗ

11/06/2022 at 1:14 PM

ଭୁବନେଶ୍ୱର ୧୧/୦୬: ରାଜ୍ୟବାସୀଙ୍କୁ ଖଉସି ଖବର । ଅସହ୍ୟ ଗରମ ଓ ଗୁଳୁଗୁଳିରେ ଅତିଷ୍ଟ ହେଉଥିବା ଲୋକଙ୍କୁ ମିଳିବ ତ୍ରାହି । କାରଣ ଆସନ୍ତା ସପ୍ତାହରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୪ ରୁ ୫ ଦିନ ମଧ୍ୟରେ ଓଡିଶା ଛୁଇଁବ ମୌସୁମୀ ।

ଓଡିଶା ପହଞ୍ଚିବା ପାଇଁ ପାଗ ଧୀରେ ଧୀରେ ଅନୁକୂଳ ହେଉଛି ବୋଲି କହିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ସାରା ରାଜ୍ୟରେ କୋହଲା ପାଗ ଲାଗିରହିଛି । ସ୍ଥାନେ ସ୍ଥାନେ ଝିପିଝିପି ବର୍ଷା ବି ହେଉଛି । ତେବେ ଗରମରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ସେପଟେ ଯଦି ଆସନ୍ତା ସପ୍ତାହରେ ଯଦି ମୌସୁମୀ ଓଡ଼ିଶା ଛୁଏଁ ତେବେ ସାରା ରାଜ୍ୟରେ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।

   Related Posts