Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ମାଓ ହିଂସା : ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ଯବାନ ଗୁରୁତର

30/09/2021 at 12:30 PM

ମାଲକାନଗିରି ୩୦।୦୯: ମାଓ ହିଂସା । ମାଲକାନଗିରି  ଜିଲ୍ଲା ସୀମାନ୍ତ ବିଜାପୁର ଜିଲ୍ଲା ମାଓ ହିଂସା ଦେଖିବାକୁ ମିଳିଛି । ନକ୍ସଲ ପନ୍ଥୀଙ୍କ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୨ଜଣ ସିଆର୍‌ପିଏଫ୍ ଯବାନ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ବିଜାପୁର ମୋଦକପାଲ୍ ଥାନା ଅନ୍ତର୍ଗତ ହାଲବାପଡା ଗାଁ ନିକଟରେ ହୋଇଛି ବିସ୍ଫୋରଣ ହୋଇଛି ।  ଆହତ ଜବାନଙ୍କୁ ବିଜାପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆହତ ଦୁଇ ଜବାନ ହେଉଛନ୍ତି ବାଲ କିଶନ ଓ ସୋନିଦୁଲ୍ ଇସଲାମ୍ । ରାସ୍ତା ନିର୍ମାଣ କାର୍ଯ୍ୟରେ ଜବାନ ମାନେ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଥିବା ବେଳେ ବିସ୍ଫୋରଣ ହୋଇଛି  । ଏନେଇ  ସୁଚନା ଦେଲେ ବିଜାପୁର ଏସପି କୋମଳ ଲୋଚନ କାଶ୍ୟବ ।

   Related Posts