Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରେଳ ଧାରଣାରୁ ମିଳିଲା ମନ୍ତ୍ରୀଙ୍କ ଭଣଜାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଦେଶରେ ଉପରତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୫୮୧୫ କରୋନା ପଜିଟିଭ୍
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୩ କୋଭିଡ୍ ପଜିଟିଭ୍
  • ||
  • କନ୍ନଡ ଗାୟକ ଶିବମୋଗା ସୁବାନାଙ୍କ ଦେହାନ୍ତ, ୮୩ ବର୍ଷ ବୟସରେ ହୃଦଘାତରେ ପରଲୋକ
  • ||
  • ଲଘୁଚାପ ସକ୍ରିୟ : ଦୁଇ ଦିନ ଯାଏଁ ପ୍ରବଳ ବର୍ଷା, ଫୁଲୁଛି ବିଭିନ୍ନ ନଦୀ
  • ||

ମେଡିକାଲରେ ମାଓନେତା ସବ୍ୟସାଚୀ ପଣ୍ଡା, କାନରେ ହେବ ଅସ୍ତ୍ରୋପଚାର

5/07/2022 at 11:30 AM

ବ୍ରହ୍ମପୁର ୦୫।୦୭: ମେଡିକାଲରେ ମାଓନେତା ସବ୍ୟସାଚୀ ପଣ୍ଡା । ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଅସ୍ତ୍ରପଚାର ଲାଗି ଭର୍ତ୍ତି ହୋଇଛନ୍ତି ମାଓବାଦୀ ନେତା ସବ୍ୟସାଚୀ ପଣ୍ଡା । ଏନେଇ ସବ୍ୟସାଚୀଙ୍କ ଓକିଲଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ କିଛି ଦିନ ହେଲା କାନରେ ଯନ୍ତ୍ରଣା ହେଉଥିଲା । ଏହାପରେ ଡାକ୍ତରଙ୍କ ପରାମର୍ଶ ପରେ ମେଡିକାଲରେ ଭର୍ତ୍ତି କରାଯାଇଛି । କଡ଼ା ସୁରକ୍ଷା ମଧ୍ୟରେ ସବ୍ୟସାଚୀ ପଣ୍ଡାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଖୁବଶୀଘ୍ର ସବ୍ୟସାଚୀଙ୍କ କାନର ଅସ୍ତ୍ରୋପଚାର କରାଯିବ ବୋଲି ତାଙ୍କ ଓକିଲ ସୂଚନା ଦେଇଛନ୍ତି ।

   Related Posts