oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ମାଓ ପୋଷ୍ଟର ଉଦ୍ଧାର, ସରକାରୀ ଠିକାଦାରଙ୍କୁ ପ୍ରଜାକୋର୍ଟରେ ମୃତ୍ୟୁଦଣ୍ଡ ଚେତାବନୀ

30/07/2020 at 12:25 PM

କଳାହାଣ୍ଡି ୩୦।୭: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ୍ଅ ନ୍ତର୍ଗତ ଲିଟିବଣ୍ଡେଲ ଗାଁରୁ ପୋଷ୍ଟର ଉଦ୍ଧାର ହୋଇଛି । ସିପିଆଇ ମାଓବାଦୀ ଉଲ୍ଲେଖ ଥିବା ମାଓ ପୋଷ୍ଟର ଉଦ୍ଧାର କରାଯାଇଛି । ପୋଷ୍ଟରରେ ସରକାରୀ ଠିକାଦାରଙ୍କୁ ପ୍ରଜାକୋର୍ଟରେ ମୃତ୍ୟୁ ଦଣ୍ଡାଦେଶ ଦିଆଯିବା ନେଇ ଚେତାବନୀ ଉଲ୍ଲେଖ ରହିଛି ।

ପୋଷ୍ଟରରେ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ଶ୍ରମିକ ଶୋଷଣକୁ ବିରୋଧ କରାଯାଇଛି । ସରକାର ଧାର୍ଯ୍ୟ ଶ୍ରମିକ ମଜୁରୀ ପୈଠ ନ କଲେ ପ୍ରଜାକୋର୍ଟରେ ନିଷ୍ପତ୍ତି ନିଆଯିବ ବୋଲି ଚେତାବନୀ ଦିଆଯାଇଛି । ପୋଲିସ ପୋଷ୍ଟର ଜବତ କରି ତଦନ୍ତ ଜାରି ରଖିଛି ।

   Related Posts