Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ୍, ମୋବାଇଲ୍‌ରୁ ମୋବାଇଲ୍‌କୁ ଘୁରିବୁଲିଲା ଇତିହାସ ଓ ରାଜନୀତି ବିଜ୍ଞାନ ପ୍ରଶ୍ନପତ୍ର

18/03/2023 at 4:19 PM

ବଲାଙ୍ଗୀର ୧୮।୩: ବଲାଙ୍ଗୀରରେ ପୁଣି ମାଟ୍ରିକ୍ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଚର୍ଚ୍ଚା । ପ୍ରଥମ ଦିନରୁ ହିଁ ମାଟ୍ରିକ୍ ପରୀକ୍ଷାରେ ବିଭ୍ରାଟ ସାମ୍ନାକୁ ଆସିଥିଲା । ଶନିବାର ବଲାଙ୍ଗୀରରେ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଏପରିକି ପରୀକ୍ଷା ସକାଳ ୮ଟାରେ ଆରମ୍ଭ ହେଉଥିବା ବେଳେ ସକାଳ ୭ଟା ୩୦ମିନିଟ୍‌ରେ ମାଟ୍ରିକ ପ୍ରଶ୍ନପତ୍ର ମୋବାଇଲରୁ ମୋବାଇଲକୁ ଘୁରିବୁଲିଛି । ଇତିହାସ ଓ ରାଜନୀତି ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହେବା ଭଳି ଘଟଣା ସାମ୍ନାକୁ ଆସିଛି । ହେଲେ ତାହା କେଉଁ ସ୍ଥାନରୁ ଓ କିଭଳି ଭାବରେ ଆସିଲା ତାହା ଜଣାପଡିନାହିଁ । 

   Related Posts