ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ଜୁନ୍ ଶେଷରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା

4/06/2022 at 12:28 PM

ଭୁବନେଶ୍ୱର ୦୪/୦୬: ଜୁନ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ । ଖାତାଦେଖା ଶେଷ ହୋଇ ଅନ୍ୟ ପ୍ରକ୍ରିୟା ଚାଲିଛି । ଚଳିତ ମାସ ଶେଷସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଫଳ ପ୍ରକାଶ ପାଇବ ବୋଲି ସେ ସୂଚନା ଦେଇଛନ୍ତି । ଚଳିତବର୍ଷ ପରୀକ୍ଷା ଦେଇଛନ୍ତି ୫ଲକ୍ଷ ୩୮ ହଜାର ପିଲା ।

ସୂଚନା ଥାଉକି, ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍ ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ ହୋଇଥିଲା ।

   Related Posts