oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଆଜି ମାଟ୍ରିକ ରେଜଲ୍ଟ : ସନ୍ଧ୍ୟା ୬ଟା ପରେ ଓ୍ୱେବସାଇଟରେ ଜାଣିହେବ ପରୀକ୍ଷା ଫଳ

25/06/2021 at 7:13 AM

କଟକ, ୨୫|୦୬: ଶୁକ୍ରବାର ପ୍ରକାଶ ପାଇବ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଫଳ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ । ଅପରାହ୍ନ ୪ଟା ବେଳେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିଭଳି ସନ୍ଧ୍ୟା ୬ଟା ପରଠାରୁ ୨ଟି ୱେବସାଇଟ୍‌ରେ ଉପଲବ୍ଧ ହେବ ପରୀକ୍ଷା ଫଳ । ଓ୍ବେବସାଇଟ୍ bseodisha.in ଓ bseodisha.nic.inରେ ଉପଲବ୍ଧ ହେବ ରେଜଲ୍ଟ ହେବ ।

ଅନ୍ୟପଟେ SMS ମାଧ୍ୟମରେ ମଧ୍ୟ ଛାତ୍ରଛାତ୍ରୀ ପରୀକ୍ଷାଫଳ ପାଇପାରିବେ । ଏଥିପାଇଁ OR01 <Space> Roll No ଲେଖି 5676750କୁ SMS ପଠାଇବାକୁ ହେବ । ସେପଟେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

   Related Posts