AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ: ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
  • ||
  • ଭୁବନେଶ୍ୱର: ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
  • ||
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ନବୀନ ନିବାସରେ ବସିଲା ବୈଠକ, ୨୦୨୪ ପାଇଁ ଚାଲିଛି ମାନସ ମନ୍ଥନ

15/12/2022 at 11:31 AM

ଭୁବନେଶ୍ୱର ୧୫/୧୨: ୨୪ ପାଇଁ ରଣନୀତି । ୨୪ ପାଇଁ ବିଜେଡିର ପ୍ରସ୍ତୁତି । ପଦ୍ମପୁର ଉପନିର୍ବାଚନ ଫଳାଫଳ ପରେ ନବୀନ ନିବାସରେ ସମୀକ୍ଷା ବୈଠକ ।

ପଦ୍ମପୁର ଦାୟିତ୍ୱରେ ଥିବା ନେତାଙ୍କୁ ନେଇ ବସିଛି ବୈଠକ । ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସୁଶାନ୍ତ ସିଂ,ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ସୁଧୀର ସାମଲ, ଦିବ୍ୟ ଶଙ୍କର ମିଶ୍ର, ଅରୁଣ ସାହୁ ପ୍ରମୁଖ ବୈଠକରେ ଉପସ୍ଥିତ ଅଛନ୍ତି ।

   Related Posts