oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ଜିଲ୍ଲା ଇଲେକ୍ଟ୍ରିସିଆନ ଆସୋସିଏସନର ବାର୍ଷିକ ଉତ୍ସବ, ପ୍ରଶାସନକୁ ବିଭିନ୍ନ ସମସ୍ୟା ନେଇ ଅବଗତ କଲା ସଂଘ

27/12/2021 at 12:29 PM

ଭଦ୍ରକ ୨୭।୧୨: ଭଦ୍ରକ ଜିଲ୍ଲା ଇଲେକ୍ଟ୍ରିସିଆନ ଆସୋସିଏସନ ତାର ଅଷ୍ଟମ ବାର୍ଷିକ ଉତ୍ସବ ଆୟୋଜନ କରିଛି । ଭଦ୍ରକ ସହରର ଭାଗବତ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ଏହି ବାର୍ଷିକ ଉତ୍ସବରେ  ଉପଜିଲ୍ଲାପାଳ ଶ୍ରୀଯୁକ୍ତ ମନୋଜ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଜିଲ୍ଲାର ବିଭିନ୍ନ ବ୍ଲକରେ ଇଲେକ୍ଟ୍ରିସିଆନ ଭାବେ କାର୍ଯ୍ୟକରୁଥିବା ସଦସ୍ୟମାନେ ଯୋଗ ଦେଇଥିଲେ । ସଂଘ ତରଫରୁ ପ୍ରଶାସନକୁ ବିଭିନ୍ନ ସମସ୍ୟା ନେଇ ଅବଗତ କରାଇଛି ସଂଘ । ସଭା ଶେଷରେ କିନ୍ନର ସଂଘ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

   Related Posts