ଘନୀଭୂତ ହେବ ଲଘୁଚାପ: ୮ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ; ଜଳବନ୍ଦୀ ଓ ଭୂସ୍ଖଳନ ଆଶଙ୍କା
ଭୁବନେଶ୍ୱର,୧୨/୦୯: ଘନୀଭୂତ ହେବ ଲଘୁଚାପ। ଭିଜିବ ଅଧା ଓଡ଼ିଶା। ଗତକାଲିର ଘୂର୍ଣ୍ଣିବଳୟ ଆଜି କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବା ପରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ମଧ୍ୟ ଦେଇ … Continue reading ଘନୀଭୂତ ହେବ ଲଘୁଚାପ: ୮ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ; ଜଳବନ୍ଦୀ ଓ ଭୂସ୍ଖଳନ ଆଶଙ୍କା
Copy and paste this URL into your WordPress site to embed
Copy and paste this code into your site to embed