୫୯୧ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର ବି ଶିଳାନ୍ୟାସ

NEWS7
mg-windsor-ev-pro-launched-in-india

ଭୁବନେଶ୍ୱର ୧୧।୧୨ : ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ନିଯୁକ୍ତିପତ୍ର । ୫୯୧ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ୱର ସ୍ଥିତ ଓୟୁଏଟିର ଓଡ଼ିଶା କୃଷି ଶିକ୍ଷା ସଦନରେ ଆୟୋଜିତ କାର୍ଯ୍ୟକ୍ରମରେ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହିତ ୪୨୫ କୋଟି ଟଙ୍କାର ନୂତନ ଜଳସେଚନ କାର୍ଯ୍ୟର ଉଦ୍‌ଘାଟନ ଏବଂ ୨୦୬୩ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।