News7 Logo

ମଙ୍ଗଳବାର ବସିବ ମନ୍ତ୍ରୀପରିଷଦ ବୈଠକ, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଲାଗିପାରେ ମୋହର

NEWS7
minister

ଭୁବନେଶ୍ୱର ୧୬।୦୯ : ମଙ୍ଗଳବାର ମନ୍ତ୍ରୀପରିଷଦ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଲାଗିପାରେ ମୋହର ।

ଖବର ଅନୁଯାୟୀ, ମଙ୍ଗଳବାର ବସିବାକୁ ଯାଉଛି ରାଜ୍ୟ ସରକାରଙ୍କ ମନ୍ତ୍ରୀ ପରିଷଦ ବୈଠକ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ମନ୍ତ୍ରୀ ପରିଷଦ ବୈଠକ ।ଏହି ବୈଠକରେ ସମସ୍ତ ବିଭାଗର ମନ୍ତ୍ରୀ ଉପସ୍ଥିତ ରହିବେ । ଏପିରିକି ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ମାରିପାରେ ମନ୍ତ୍ରୀ ପରିଷଦ ।