Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

୩ମାସରେ ଡ୍ରାଇଭରଙ୍କ ଦାବି ପୂରଣ କରିବାକୁ ନିଷ୍ପତ୍ତି : ପରିବହନ ମନ୍ତ୍ରୀ

17/03/2023 at 12:20 PM

ଭୁବନେଶ୍ବର ୧୭।୩: ଡ୍ରାଇଭର ସଂଘର ଷ୍ଟିୟରିଂ ଛାଡ ଆନ୍ଦୋଳନ ନେଇ ଗୃହରେ ବିବୃତି ରଖିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ । ମନ୍ତ୍ରୀ କହିଛନ୍ତି,  ଗୁରୁବାର ମୁଖ୍ୟ ଶାସନ ସଚିବ ଡ୍ରାଇଭର ସଂଘକୁ ଡାକି ଆଲୋଚନା କରିଛନ୍ତି । ଆଲୋଚନା ବେଳେ ୩ ମାସ ମଧ୍ୟରେ ଡ୍ରାଇଭରମାନଙ୍କ ଦାବି ପୂରଣ କରିବାକୁ ନିଷ୍ପତ୍ତି ନିଆଯାଇଛି । ସେମାନେ ଆନ୍ଦୋଳନରୁ ଓହରି ଯିବା ଲାଗି ସହମତି ପ୍ରକାଶ କରିଛନ୍ତି ବୋଲି ଗୃହରେ ପରିବହନ ମନ୍ତ୍ରୀ ପ୍ରକାଶ କରିଛନ୍ତି ।

   Related Posts