vridhi excotica
star kirano
ori homes
vridhi excotica
star kirano
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେନିସକୁ ଅଲବିଦା କହିଥାନ୍ତେ ରାଫେଲ ନାଦାଲ ! କିନ୍ତୁ…
  • ||
  • ଖୋର୍ଦ୍ଧା : ରାସ୍ତାକଡ଼କୁ ଖସିଲା ‘ଲିଙ୍ଗରାଜ’, ବସ୍‌ରେ ଥିଲେ ୨୦ରୁ ଅଧିକ ଯାତ୍ରୀ…
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ କୋଭିଡ୍ ପଜିଟିଭ୍
  • ||
  • ଜୁଲାଇ ୫ରେ ମାଟ୍ରିକ୍‌ ରେଜଲ୍ଟ ! ସୋମବାର ହୋଇପାରେ ଘୋଷଣା
  • ||
  • ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ, ଶେଷଦିନରେ ନେତାଙ୍କୁ ଗୁରୁମନ୍ତ୍ର ଦେବେ ମୋଦୀ
  • ||
  • ସାମ୍ନାକୁ ଆସିଲେ କହ୍ନେୟାଲାଲ ହତ୍ୟାକାଣ୍ଡର ପ୍ରତ୍ୟକ୍ଷଦର୍ଶୀ, ବଖାଣିଲେ ଛାତିଥରା କାହାଣୀ
  • ||
  • ମୌସୁମୀକୁ ସକ୍ରିୟ କରିବ ଲଘୁଚାପ : ରବିବାର ଓ ସୋମବାର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

କ୍ଷମତାଠାରୁ ଅଧିକ ପିଲା ନେଉଥିଲେ, ଦୁଇଟି ବସ୍‌କୁ ଅଟକାଇ ତାଗିଦ୍ କଲେ ମନ୍ତ୍ରୀ

23/06/2022 at 5:22 PM

କେନ୍ଦୁଝର ୨୩/୦୬: କେନ୍ଦୁଝର ଜିଲ୍ଲାରେ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ । କେନ୍ଦୁଝର ଆସୁଥିବା ସମୟରେ ଆନନ୍ଦପୁର ଅଞ୍ଚଳରେ ଥିବା ବେସରକାରୀ ପ୍ରାଣବଲ୍ଲଭ ପବ୍ଲିକ୍ ସ୍କୁଲର ୨ଟି ବସ୍ କ୍ଷମତା ଠାରୁ ଅଧିକ ଛାତ୍ରଛାତ୍ରୀ ନେଇଯାଉଥିବା ବେଳେ ବସ ୨ଟିକୁ ଅଟକାଇ ଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ।

ଅଟକ ରଖିବା ପରେ ବସ୍ ନିକଟକୁ ଯାଇ ଅଧିକ ଛାତ୍ରଛାତ୍ରୀ ଥିବା ଦେଖି ନିକଟସ୍ଥ ପୋଲିସ ଷ୍ଟେସନକୁ ଖବର ଦେବା ପରେ ଘସିପୁରା ପୋଲିସ ଦୁଇଟି ଯାକ ବସର କାଗଜପତ୍ର ଯାଞ୍ଚ ଚାଲିଛି । ପୂର୍ବରୁ ଅନେକ ଥର ଏହି ବିଦ୍ୟାଳୟର ବସ ବିଷୟରେ ଅଭିଯୋଗ ହୋଇଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନଥିଲେ ତେଣୁ ମନ୍ତ୍ରୀଙ୍କ ଏତାଦୃଶ କାମକୁ ସ୍ଥାନୀୟ ଅଞ୍ଚଳରେ ପ୍ରଶଂସା କରାଯାଉଛି ।

   Related Posts