ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ନାବାଳିକାଙ୍କୁ ନାବାଳକଙ୍କ ଦୁଷ୍କର୍ମ ଅଭିଯୋଗ, ସୁଧାରଗୃହକୁ ଗଲା ୧୦ମ ଶ୍ରେଣୀ ଛାତ୍ର

16/12/2021 at 4:05 PM

ସୋର ୧୬।୧୨: ତୃତୀୟ ଶ୍ରେଣୀ ନାବାଳିକାଙ୍କୁ ଦୁଷ୍କର୍ମ କରି ବନ୍ଧା ହେଲେ ଦଶମ ଶ୍ରେଣୀ ନାବାଳକ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ସୋର ଅଞ୍ଚଳରେ ।

ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ସୋର ବ୍ଲକ୍ ନଦିଗାଁ ଅଞ୍ଚଳର ଜଣେ ନାବାଳିକା ଖେଳୁଥିବା ବେଳେ ସେହି ଅଞ୍ଚଳର ଜଣେ ନାବାଳକ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । ନାବାଳିକାଙ୍କ ପରିବାର ପକ୍ଷରୁ ସୋର ଥାନାରେ ଅଭିଯୋଗ ପରେ ସୋର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଉଭୟଙ୍କ ଡାକ୍ତରୀମାଇନା କରିବା ପରେ ନାବାଳକ ଜଣଙ୍କୁ ଗିରଫ କରି କୋର୍ଟରେ ହାଜର କରିବା ପରେ ଅନୁଗୋଳରେ ଥିବା ସୁଧାରଗୃହକୁ ପଠାଇଛନ୍ତି ।

   Related Posts