suno sunao
suno sunao
suno sunao
suno sunao
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବାଙ୍କୀ : ପଶ୍ଚିମା ଝଡ ପ୍ରଭାବ : ଭୁଶୁଡ଼ିଲା ବାଙ୍କୀ ସ୍ଵୟଂ ଶାସିତ ମହାବିଦ୍ୟାଳୟର ନବନିର୍ମିତ ଦର୍ଶକ ଗ୍ୟାଲେରୀ
  • ||
  • ଭୁବନେଶ୍ବର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆକୁ ଗଡିବ
  • ||
  • ଭୁବନେଶ୍ବର : ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
  • ||
  • ପୁରୀ : ପୁରୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ : ବାଇକ୍‌ରେ ନିଆଁ ଲଗାଇଦେଲେ
  • ||
  • ବାଲିପାଟଣା : ‘ମୋ ପରିବାରର ମୋତେ ମାରିବାକୁ ଚେଷ୍ଟା କରୁଛନ୍ତି…’ ଏମିତି କିଛି ଭିଡିଓରେ କହି ଆତ୍ମହତ୍ୟା କଲେ ଯୁବକ !
  • ||
  • ୮୮ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ଓଡ଼ିଶା, ୧୯୩୬ରେ ଗଠନ ହୋଇଥିଲା ପ୍ରଥମ ଭାଷା ଭିତିକ ରାଜ୍ୟ
  • ||
  • ସୋର : ଦୁଇ ଦୁର୍ଘଟଣାରେ ୩ ଜଣ ଆହତ, ଉତ୍ତ୍ୟକ୍ତଲୋକଙ୍କ ରାସ୍ତାରୋକ
  • ||
  • କରଞ୍ଜିଆ : ଜଙ୍ଗଲରୁ ଗାଁକୁ ଚାଲିଆସିଥିଲା ହରିଣ, ଝୁଣି ମାରିଦେଲେ କୁକୁର ପଲ
  • ||
  • ବଲାଙ୍ଗୀର : ବଲାଙ୍ଗିର ଜାଲ୍ ସାର୍ଟିଫିକେଟ୍ ମାମଲାର ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||
  • ପଶ୍ଚିମାଝଡର ପ୍ରଭାବ: ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଅସରାଏ ବର୍ଷାରେ ଭିଜିଲା ଟ୍ୱିନସିଟି
  • ||

ନାବାଳକକୁ ତଣ୍ଟି କାଟି ହତ୍ୟା ଉଦ୍ୟମ

1/06/2018 at 6:33 AM

ନବରଙ୍ଗପୁର ଡାବୁ ଗାଁ ଥାନା ପୁନାର ଗାଁରେ ନାବାଳକକୁ ତଣ୍ଟି କାଟି ହତ୍ୟା ଉଦ୍ୟମ କରିଛନ୍ତି ୨ ଦୁର୍ବୁର୍ତ୍ତ
ଗତକାଲି ରାତିରେ ନାବାଳକଟି ଘରକୁ ଫେରୁଥିବା ବେଳେ ୨ଜଣ ଦୁର୍ବୁର୍ତ୍ତ ତାଙ୍କୁ ଟାଣି ନେଇ ତଣ୍ଟି କାଟିବାକୁ ଉଦ୍ୟମ କରିଥିଲେ
ନାବାଳକଟି କୌଶଳ କ୍ରମେ ଘଟଣାସ୍ଥଳରୁ ଖସି ପଳାଇଆସିଥିଲେ
ସ୍ଥାନୀୟ ଲୋକେ ନାବାଳକକୁ ମେଡିକାଲରେ ଭର୍ତ୍ତି କରିଛନ୍ତି
୨ ଦୁର୍ବୁର୍ତ୍ତ ଘଟଣାସ୍ଥଳରୁ ଫେରାର ଅଛନ୍ତି
ତେବେ ପରିବାର ଲୋକେ ଏହା ପିଲାଚୋରି ଉଦ୍ୟମ ବୋଲି ଅଭିଯୋଗ କରିଛନ୍ତି

Leave a Reply

   Related Posts