oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଶିକାରୀ ଗୁଳିରେ ନାବାଳକ ଗୁରୁତର

7/06/2021 at 6:58 PM

ନୀଳଗିରି ୭।୬: ଶିକାରୀ ଗୁଳିରେ ନାବାଳକ ଗୁରୁତର । ଏଭଳି ଘଟଣା ବାଲେଶ୍ଵର ଜିଲ୍ଲା ନିପଗିରି ବ୍ଲକ ଚେକାମରା ଅଞ୍ଚଳରେ ଦେଖିବାକୁ ମିଳିଛି ।

ସୂଚନାଯୋଗ୍ୟ ଯେ, ଗରଡ଼ିହି ପଞ୍ଚାୟତ ଅଧିନ ଚେକାମରା ଗ୍ରାମର ସପ୍ତମ ଶ୍ରେଣୀରେ ପଢୁଥିବା ରବୀନ୍ଦ୍ର ସିଂ ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବା ବେଳେ ତାଙ୍କ ହାତ ଓ ବେକରେ ଶିକାରୀ ଗୁଳି ଲାଗିଥିବା ସୂଚନା ମିଳିଛି । ଗୋଟିଏ ଗୁଳି ବେକରେ ବାଜିବାରୁ ରବୀନ୍ଦ୍ର ଗୁରୁତର  ହୋଇ ପଡ଼ିଥିଲେ । ତାଙ୍କୁ ପ୍ରଥମେ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରିବା ପରେ ସ୍ବାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ବରମପୁର ଥାନାଧିକାରୀ ଯାଇ ଘଟଣାସ୍ଥଳରେ ତଦନ୍ତ କରିଛନ୍ତି । ଯେଉଁ ଜାଗାରେ ଗୁଳିମାଡ଼ ହୋଇଛି ସେହି ସ୍ଥାନରେ ଶିକାର ଉପଯୋଗୀ ନୁହଁ । ତେବେ କେଉଁ ପରିସ୍ଥିତିରେ ଗୁଳି ବାଜିଲା ଅଧିକ ତଦନ୍ତ ଜରୁରୀ ବୋଲି କହିଛନ୍ତି ବରମପୁର ଥାନା ଅଧିକାରୀ ।

   Related Posts