ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଚାଷ ଜମିକୁ ମା’କୁ ଡାକିବାକୁ ଯାଇଥିଲେ, ବଜ୍ରାଘାତରେ ଚାଲିଗଲା ନାବାଳକଙ୍କ ଜୀବନ

14/06/2022 at 5:53 PM

ଅନୁଗୋଳ ୧୪।୬: ବଜ୍ରାଘାତରେ ନାବାଳକଙ୍କ ମୃତ୍ୟୁ । ଚାଷ ଜମିରୁ ମା’କୁ ଡାକିବାକୁ ଯାଇଥିବା ସମୟରେ ହୋଇଥିଲା ବଜ୍ରପାତ । ଫଳରେ ସେହିଠାରେ ହିଁ ଟଳି ପଡିଥିଲେ ନାବାଳକ ପୁଅ । ଅନୁଗୋଳ ବଡ଼କେରେଜାଙ୍ଗରେ ଘଟିଛି ଅଭାବନୀୟ ଘଟଣା । ମୃତକ ହେଲେ ବଡ଼କେରେଜାଙ୍ଗ ଗାଁର ୧୭ ବର୍ଷର ନାବାଳକ ଦୁଷ୍ମନ୍ତ ସାହୁ ।

କାଳବୈଶାଖୀ ସମୟରେ ଚାଷ ଜମିକୁ ଯାଇଥିବା ବେଳେ ମା’କୁ ଡାକିବାକୁ ଯାଇଥିଲା ପୁଅ ଦୁଷ୍ମନ୍ତ । ସେହି ସମୟରେ ଅଚାନକ ବଜ୍ରାଘାତ ହୋଇଥିଲା । ସେଇଠାରେ ହିଁ ଟଳି ପଡିଲା ପୁଅ ଦୁଷ୍ମନ୍ତ । ତାଙ୍କୁ ତୁରନ୍ତ ଅନୁଗୋଳ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।  ସେଠାରେ ଡାକ୍ତର ଦୁଷ୍ମନ୍ତଙ୍କୁ ମୃତ ଘୋଷଣା କରିଥିଲେ ।

   Related Posts