ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଅଭାବନୀୟ : ୧୫ବର୍ଷ ପୁଅକୁ ମାରି ଟାଙ୍ଗିଦେଲେ ସାବତ ମା’ ଓ ବାପା !

15/06/2022 at 1:47 PM

ପାରାଦୀପ ୧୫।୬: ପାରାଦୀପରେ ଅଭାବନୀୟ ଘଟଣା । ୧୫ବର୍ଷ ନାବାଳକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଛି । ହତ୍ୟା ଅଭିଯୋଗ ଆଣିଲେ ମାମୁଁ ଘର ଲୋକ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ପାରାଦୀପ ଅଭୟଚାନ୍ଦପୁର ଥାନା ତ୍ରିଲୋଚନପୁର ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସନ୍ଦେହଜନକ ଭାବେ ୧୫ବର୍ଷର ପୁଅର ମୃତ୍ୟୁ ହୋଇଛି । ମୃତ ନାବାଳକଙ୍କ ମାମୁଁ ଘର ଲୋକ ସାଂଘାତିକ ଅଭିଯୋଗ ଆଣିଛନ୍ତି । ନାବାଳକ ପୁଅକୁ ସାବତ ମା’ ଓ ବାପା ମାରି ଟାଙ୍ଗିଦେଇଥିବା ଅଭିଯୋଗ କରିଛନ୍ତି । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପୋଲିସ ହସ୍ପିଟାଲକୁ ପଠାଇ ତଦନ୍ତ ଜାରି ରଖିଛି ।   

   Related Posts