vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

କନ୍ଧମାଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

14/05/2018 at 9:49 AM

କନ୍ଧମାଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହେଇଛି
ଯାତ୍ରା ଦେଖି ଫେରିବା ବେଳେ ୪ଜଣ ଦୁର୍ବୁର୍ତ୍ତ ନାବାଳିକାଙ୍କୁ ଟେକି ନେଇ ନିକଟସ୍ଥ ଜଙ୍ଗଲରେ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହେଇଛି
ପୋଲିସ ସମସ୍ତ ୪ ଜଣଙ୍କୁ ଗିରଫ କରିଛି
ଗିରଫଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି
ଘଟଣାର ତଦନ୍ତ ପାଇଁ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇଛି

Leave a Reply

   Related Posts