scan steel
web-baneer-728x90
WhatsApp Image 2023-12-06 at 12.52.17
krs-300-250-banner english-1
krs-728-90-banner english-2
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

କନ୍ଧମାଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

14/05/2018 at 9:49 AM

କନ୍ଧମାଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହେଇଛି
ଯାତ୍ରା ଦେଖି ଫେରିବା ବେଳେ ୪ଜଣ ଦୁର୍ବୁର୍ତ୍ତ ନାବାଳିକାଙ୍କୁ ଟେକି ନେଇ ନିକଟସ୍ଥ ଜଙ୍ଗଲରେ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହେଇଛି
ପୋଲିସ ସମସ୍ତ ୪ ଜଣଙ୍କୁ ଗିରଫ କରିଛି
ଗିରଫଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି
ଘଟଣାର ତଦନ୍ତ ପାଇଁ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇଛି

Leave a Reply

   Related Posts