oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ୟୁକୋ ବ୍ୟାଙ୍କ୍‌ରୁ ଲୁଟ୍ ଉଦ୍ୟମ ପଣ୍ଡ, CCTV ତାର କାଟିଦେଲେ ଦୁର୍ବୃତ୍ତ

16/02/2021 at 9:44 AM

ବାଲିପାଟଣା ୧୬।୨: ବାଲିପାଟଣା ଥାନା ବନମାଳୀପର ୟୁକୋ ବ୍ୟାଙ୍କରୁ ଲୁଟ୍ ଉଦ୍ୟମ ପଣ୍ଡ ହୋଇଛି । ବ୍ୟାଙ୍କର ଝରକା ଗ୍ରୀଲ୍ ଭାଙ୍ଗି ଲୁଟ୍ ଉଦ୍ୟମ କରିଥିଲେ ଦୁର୍ବୃତ୍ତ । ସିସିଟିଭିରେ ଭିଜୁଆଲ ରେକର୍ଡ ଆଶଙ୍କା କରି ବ୍ୟାଙ୍କରେ ଲାଗିଥିବା ସିସିଟିଭି ତାରକୁ କାଟି ଦେଇଛନ୍ତି ଦୁର୍ବୃତ୍ତ । ବ୍ୟାଙ୍କର ଷ୍ଟ୍ରଙ୍ଗ ରୁମ୍ ସୁରକ୍ଷିତ ଥିବା ଜଣାପଡିଛି ।  ବ୍ୟାଙ୍କର କିଛି ଫାଇଲ ପତ୍ର ଏଣେତେଣେ ପଡିଥିବା ଦେଖିବାକୁ ମିଳିଥିଲା।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ଭୋର ସମୟରେ ୟୁକୋ ବ୍ୟାଙ୍କର ଏକ ଝରକା ଗ୍ରୀଲ୍‌ ଭଙ୍ଗାଯାଇ ତଳେ ପଡିଥିବା ଜଣେ ବ୍ୟକ୍ତି ଦେଖିବାକୁ ପାଇଥିଲେ । ସଙ୍ଗେ ସଙ୍ଗେ ବ୍ୟକ୍ତି ଜଣଙ୍କ ଏ ନେଇ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ବାଲିପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ପୋଲିସ ଏପର୍ଯ୍ୟନ୍ତ ଦୁର୍ବୃତ୍ତଙ୍କ ଟେର୍ ପାଉନି ।

   Related Posts