previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଧର୍ମଗଡ : ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି ଜିଲ୍ଲା, ନଦୀ କୂଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି
  • ||
  • ମୋହନା : ଲଗାଣ ବର୍ଷାରେ ବୃଦ୍ଧି ପାଇଲା ହରଭଙ୍ଗୀ ନଦୀର ଜଳସ୍ତର, ୪ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ସାନଖେମୁଣ୍ଡି : କୂଅରେ ପଡିଲା ଜଙ୍ଗଲୀ ବାରହା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପୁରୀ : ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ : ଭାସିଯାଇ ଯୁବତୀଙ୍କ ମୃତ୍ୟୁ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଜଣେ ଶିଶୁ ସମେତ ୩ ଆହତ
  • ||
  • ସମ୍ବଲପୁର : ବ୍ରେକ୍ ଫେଲ୍ ହେଲା ଚଳନ୍ତା ବସ୍‌, ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା
  • ||
  • କାମାକ୍ଷାନଗର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • ବିହାରରେ ବଦଳିବ ରାଜନୈତିକ ସମୀକରଣ : କଂଗ୍ରେସ-ଆରଜେଡି ସମର୍ଥନରେ ସରକାର ଗଢିବେ ନୀତିଶ !
  • ||
  • ଜୟପୁର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • କଣ୍ଟାବାଞ୍ଜି : ଗାଁ ନିକଟ ମହୁଲ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ଆତ୍ମହତ୍ୟା ନା’ ହତ୍ୟା ଅସ୍ପଷ୍ଟ
  • ||

ତାଳଚେର ବିଧାୟକଙ୍କ ଗାଡି ପୋଡିଦେଲେ ଦୁର୍ବୃତ୍ତ

19/08/2019 at 8:21 AM

ଭୁବନେଶ୍ବର ୧୯|୮: ବିଧାୟକଙ୍କ ଗାଡି ପୋଡି ଦେଲେ ଦୁର୍ବୃତ୍ତ । ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଗାଡି କେହି ଦୁର୍ବୃତ୍ତ ପୋଡି ଦେଇଥିବା ଅଭିଯୋଗ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ବିଧାୟକଙ୍କ ୨ଟି କାର୍ ଏବଂ ଗୋଟିଏ ବାଇକ୍ ପୋଡି ଦେଇଛନ୍ତି ଦୁର୍ବୃତ୍ତ ।

ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ଗାଡି ପୋଡି ଦେଇଥିବା ଜଣାପଡିଛି । ତେବେ ଗାଡି ପୋଡିବାର ପ୍ରକୃତ କାରଣ ଜଣା ପଡିନାହିଁ । ଘଟଣାସ୍ଥଳରେ କ୍ୟାପିଟାଲ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts