ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆନନ୍ଦପୁର : ବାଇକକୁ ପଛପଟୁ ପିଟିଲା କାର୍‌, ଦୁଗ୍ଧ ବିକ୍ରି କରିବାକୁ ବାହାରିଥିଲେ ରବିନ୍ଦ୍ର
  • ||
  • ଓସ୍କାର ବିଜେତା ଗାୟିକା ଆଇରିନ କାରାଙ୍କ ଦେହାନ୍ତ, ୬୩ ବର୍ଷରେ ଦୁନିଆକୁ କହିଲେ ଅଲବିଦା
  • ||
  • IND vs NZ : ବର୍ଷାରେ ଧୋଇଗଲା ମ୍ୟାଚ୍, ୨ ଦିନିକିଆ ବାତିଲ
  • ||

ଏଟିଏମ୍‌ରୁ ଲୁଟ୍ ଅଭିଯୋଗ ; ବିଳମ୍ବିତ ରାତିରେ ୨ଟି ଏଟିଏମ୍ ତାଡି ଲୁଟ୍ କଲେ ଦୁର୍ବୃତ୍ତ

29/11/2018 at 10:26 AM

ନୟାଗଡା ୨୯|୧୧:  ଏଟିଏମ୍ ରୁ ଲୁଟ୍ ଅଭିଯୋଗ । ନୟାଗଡ ଦଶପଲ୍ଲା ଦୁର୍ଗା ବଜାରରେ ଥିବା ୨ଟି ଏଟିଏମରୁ ଲୁଟ୍ ହୋଇଛି । ବିଳମ୍ବିତ ରାତିରେ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଓ ୟୁନିୟନ ବ୍ୟାଙ୍କ ଏଟିଏମରୁ ଲୁଟ୍ ହୋଇଛି । ତେବେ କେତେ ଟଙ୍କା ଲୁଟ୍ ହୋଇଛି ତାହା ଜଣାପଡିନଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts