ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଏସ୍‌ବିଆଇ ଏଟିଏମ୍ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

31/12/2019 at 10:56 AM

ଜଗତସିଂହପୁର ୩୧।୧୨: ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମ୍ ଭାଙ୍ଗି ଟଙ୍କା ଲୁଟ୍ ହୋଇଛି । ଜଗତସିଂହପୁର ଜିଲ୍ଲା ବିରିଡି ବ୍ଲକ୍ ମଇଁନ୍ଦିପୁର ଷ୍ଟେଟ୍ ବ୍ୟାଙ୍କ୍ ଶାଖା ଏଟିଏମ୍ ରୁ ଲୁଟ୍ କରିଛନ୍ତି ଦୁର୍ବୃତ୍ତ ।  ଲୁଟ୍ କରି ଦୁର୍ବୃର୍ତ୍ତ ଫେରାର ହୋଇଯାଇଥିବା ଜଣାପଡିଛି ।

ଗତକାଲି ବିଳମ୍ବିତ ରାତିରେ ଲୁଟ୍ ହୋଇଥିବା ସୂଚନା ମିଳିଛି । ତେବେ ଏଟିଏମରୁ କେତେ ଟଙ୍କା ଲୁଟ୍ ହୋଇଛି ତାହା ସ୍ପଷ୍ଟ ଭାବେ ଜଣାପଡିନାହିଁ । ବିରିଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି  ।

   Related Posts