vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଂଲଣ୍ଡରେ ଜନ୍ମଦିନ ପାଳିଲେ ଧୋନୀ, କାଟିଲେ କେକ୍ : ପତ୍ନୀ ସାକ୍ଷୀ ସେୟାର କଲେ ଭିଡିଓ
  • ||
  • କେବଳ ସ୍ପାଇସଜେଟ୍ ନୁହେଁ, ଅନ୍ୟ କମ୍ପାନୀର ବିମାନରେ ମଧ୍ୟ ବଢୁଛି ତ୍ରୁଟି : ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଚିନ୍ତା
  • ||
  • ୪୧ ବର୍ଷରେ ପାଦ ଦେଲେ କ୍ୟାପ୍ଟେନ୍ କୁଲ୍ : ଟିମ୍ ଇଣ୍ଡିଆକୁ ଜିତାଇଥିଲେ ଦିନିକିଆ ଓ ଟି୨୦ ବିଶ୍ୱକପ୍
  • ||
  • ଜନ୍ମଦିନରେ ଓ୍ୱିମ୍ବଲଡନ୍ ଦେଖିବାକୁ ପହଁଚିଲେ ମାହି, ସାମ୍ନାକୁ ଆସିଲା ଫଟୋ
  • ||

ବନ୍ଧୁକ ମୁନରେ ଲୁଟ୍, ଅଟୋ ଚାଳକଙ୍କ ଘରୁ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

25/07/2019 at 2:46 PM

ଖୋର୍ଦ୍ଧା ୨୫|୭: ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ଲୁଟ୍ ଓ ରାହଜାନି ଭଳି ଘଟଣା ବୃଦ୍ଧି ପାଉଥିବା ବେଳେ ଏବେ ଲୁଟେରାଙ୍କ ନଜର ଖୋର୍ଦ୍ଧା ସହରର ବିଭିନ୍ନ ଲୋକଙ୍କ ଘର ଉପରେ ରହିଛି । ଗତକାଲି ବିଳମ୍ବିତ ରାତିରେ ମୁକୁନ୍ଦପ୍ରସାଦର ମହମ୍ମଦ ଶେର ଅଲ୍ଲିଙ୍କ ଘରେ ଚାରି ଜଣ ଡକାୟତ ମୁଖାପିନ୍ଧି ବନ୍ଧୁକ ଭୁଜାଲି ଆଦି ମାରଣାସ୍ତ୍ର ଦେଖାଇ ୮୩ହଜାର ଟଙ୍କା ଲୁଟ୍ କରିଥିବା ଖୋର୍ଦ୍ଧା ଶିଳ୍ପାଞ୍ଚଳ ଫାଣ୍ଡିରେ ଅଭିଯୋଗ ହୋଇଛି । ଖୋର୍ଦ୍ଧା ଶିଳ୍ପାଞ୍ଚଳ ଫାଣ୍ଡି ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ ଜାରି ରଖିଛି ।

   Related Posts