ପାତାଳୀ ଶ୍ରୀକ୍ଷେତ୍ର ମନ୍ଦିରରୁ ଚୋରି, ହୁଣ୍ଡି ତାଲା କାଟିଦେଲେ ଦୁର୍ବୃତ୍ତ

ସୁବର୍ଣ୍ଣପୁର ୭।୭: ସୁବର୍ଣ୍ଣପୁର ପାତାଳୀ ଶ୍ରୀକ୍ଷେତ୍ର ହୁଣ୍ଡିର ତାଲା କାଟି ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ଗୁରୁବାର ରାତିରେ ଲୁଟ୍ ଘଟଣା ଘଟିଛି । ପୋଲିସ ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଯେ, ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା କୋଟସମଲାଇ ସ୍ଥିତ ଜଗନ୍ନାଥଙ୍କ ଅନନ୍ୟ ଲୀଳା କ୍ଷେତ୍ର ପାତାଳୀ ଶ୍ରୀକ୍ଷେତ୍ର ମନ୍ଦିର ହୁଣ୍ଡିରୁ ତାଲା କାଟି ଚୋରି । ଗୁରୁବାର ରାତିରେ କେହି ଦୁର୍ବୃତ୍ତ ମନ୍ଦିର ଆଗରେ ଥିବା ହୁଣ୍ଡିର ତାଲା ଭାଙ୍ଗି ସେଥିରେ … Continue reading ପାତାଳୀ ଶ୍ରୀକ୍ଷେତ୍ର ମନ୍ଦିରରୁ ଚୋରି, ହୁଣ୍ଡି ତାଲା କାଟିଦେଲେ ଦୁର୍ବୃତ୍ତ