ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ମନ୍ଦିରରୁ ସୁନା ଓ ରୂପା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

12/01/2020 at 2:33 PM

ବ୍ରହ୍ମପୁର ୧୨|୧: ବ୍ରହ୍ମପୁର ଉପକଣ୍ଠ ଆମ୍ବପୁଆ କାଳୀ ମନ୍ଦିରରୁ ଚୋରି । ଦୁର୍ବୃତ୍ତ ଲୁଟିନେଲେ ଠାକୁରଙ୍କ ସୁନା, ରୂପା ଅଳଙ୍କାର ସହ ଅନ୍ୟାନ୍ୟ ସାମଗ୍ରୀ । ମନ୍ଦିର କବାଟ ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଇଥିବା ସନ୍ଦେହ କରାଯାଉଛି । ଗୋପାଳପୁର ପୋଲିସ ଲୁଟ୍ ଘଟଣାର ତଦନ୍ତ ଆରମ୍ଭ କରିଛି । ଅନୁସନ୍ଧାନୀ କୁକୁର ସାହାର୍ଯ୍ୟରେ ପୋଲିସ ତଦନ୍ତ କରୁଛି । ଏପର୍ଯ୍ୟନ୍ତ ଲୁଟେରାଙ୍କ ପତ୍ତା ମିଳିନାହିଁ ।

   Related Posts